ଓଡିଶା ତାଜା ନ୍ୟୁଜ୍ (୨୩ ଅଗଷ୍ଟ ରବିବାର ) ଢେଙ୍କାନାଳ :- ଆଜି ଜିଲ୍ଲା କୁକୁଟା ଗ୍ରାମର ଜଣେ ବୃଦ୍ଧନିଜ ଗାଁ ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଜଣେ ମୃତ୍ୟୁବରଣ କରିଛି । ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନାଯୋଗ୍ୟ, ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ କୁକୁଟା ଗ୍ରାମର ୭୦ ବର୍ଷୀୟ ବୃଦ୍ଧ ନିମାଇଁ ବିଶ୍ଵାଳ ଆଜି ସକାଳ ବେଳା ନିଜ ଗାଁ ପୋଖରୀରେ ଗୋଧୋଇବା ବେଳେ ଗୋଡ ଖସିଯିବାରୁ ପାଣିରେ ବୁଡି ଯାଇଥିଲେ । ସଙ୍ଗେ ସଙ୍ଗେ ଅଗ୍ନିଶ୍ରମ ବାହିନୀ ଓ ସିଭିଲ ଡିଫେନ୍ସ୍ ଘଟଣାସ୍ଥଳରେ ପହଂଚି ମିଳିତ ଭାବେ ପୋଖରୀରୁ ବୃଦ୍ଧଙ୍କୁ ଉଦ୍ଧାର କରିଥିଲେ । ଦୁଃଖର ବିଷୟ ସେତେବେଳକୁ ବୃଦ୍ଧ ନିମାଇଁ ମୃତ୍ୟୁ ବରଣ କରିସାରିଛି । ଏହାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । (ରିପୋର୍ଟ ଅମର ରଞ୍ଜନ ଦାସ)
ଗୋଧୋଇବାବେଳେ ଗାଁ ପୋଖରୀରେ ବୁଡି ୭୦ ବର୍ଷୀୟ ବୃଦ୍ଧ ମୃତ , ଢେଙ୍କାନାଳ

- Categories: Uncategorized, ଓଡ଼ିଶା, ହୋମ୍
Related Content
ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ
by
Proprietor Abhimanyu Maharana
October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ
by
Proprietor Abhimanyu Maharana
October 14, 2026
ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 14, 2026
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ
by
Proprietor Abhimanyu Maharana
October 14, 2026
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା
by
Proprietor Abhimanyu Maharana
October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ
by
Proprietor Abhimanyu Maharana
October 14, 2026