
୩୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗୋପ :-> ମାନନୀୟା ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ନିମାପଡା, ଗୋପ ଗସ୍ତ କରି ଅଦିନିଆ ବର୍ଷାଜନିତ କ୍ଷୟକ୍ଷତିର ଆକଳନ କରିଛନ୍ତି। ଗୋପ ବ୍ଲକ ଅଧିନସ୍ଥ ଅଣ୍ଢିରା ଇଚ୍ଛାପୁର ପଞ୍ଚାୟତର ବେଣିପୁର, ମାଧଗାଡ଼ିଆ, ଇଚ୍ଛାପୁର, ଆଳିଚର, ବଡ଼ମଠ, ଅଣ୍ଢିରା ଗ୍ରାମ, ରାହାଙ୍ଗୋରଡା ଏବଂ ଡଭାର ପଞ୍ଚାୟତ,ଏବଂ ନିମାପଡ଼ା ବ୍ଲକର ତେରୁଣ୍ଡିଆ,

