Home ଓଡ଼ିଶା ଗ୍ରାମବିକାଶ ଉଚ୍ଚ ବିଦ୍ୟାଳୟର ୩୨ ତମ କ୍ରୀଡା ମହୋତ୍ସବ ଉଦଯାପିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୩୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରାୟଗଡ଼ :- ଗଜପତିଜିଲ୍ଲା କଇଁପୁର ସ୍ଥିତ ଗ୍ରାମବିକାଶ ତଥା ମହେନ୍ଦ୍ରତନୟା ଉଚ୍ଚ ବିଦ୍ୟାଳୟଠାରେ ଗତ ୨୮ ତାରିଖଠାରୁ ଆରମ୍ଭ ହୋଇଥିବା ତିନିଦିନିଆ କ୍ରୀଡା ମହୋତ୍ସବ ୨୦୨୪ ଗତକାଲି ସଂଧ୍ୟାାରେ ଉଦଯାପିତ ହୋଇଯାଇଛ। ଦୀର୍ଘ ୩୨ ବର୍ଷ ଧରି ହୋଇ ଆସୁଥିବା ଏହି କ୍ରୀଡା ଉତ୍ସବରେ ଗତକାଲିର ମୂଖ୍ୟ ଅତିଥୀ ଭାବେ ରାୟଗଡ଼ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ପାପା ରାଓ, ସମ୍ମାନୀତଅତିଥୀ ସିଆରସିସି ବି,ପ୍ରଭାକର, ଜଗନ୍ନାଥ ରାଓ,ଭାସ୍କର ଶବର ପିତାମ୍ବର ନାୟକ, ଲିଙ୍ଗରାଜ ମିଶ୍ର, ଗୋଷାଣୀ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ କୁମାର ଜେନ୍ନା ପ୍ରମୁଖ ମଞ୍ଚାସୀନ ରହି ନିଜନିଜ ଭାଷଣ ମାଧ୍ୟମରେ ପିଲାମାନଙ୍କୁ ଉତ୍ସାହିତ କରିବା ସହ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଦେଶବନ୍ଧୁ ସ୍ବାଇଁ ଓ ନିରଞ୍ଜନ ନାୟକ ମଞ୍ଚ ପରିଚାଳନା କରିଥିବା ବେଳେ, ଅଧ୍ୟକ୍ଷ ଶ୍ରୀ ଜନ୍ନା ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ରଙ୍ଗାରଙ୍ଗ ମନୋରଞ୍ଜନ ଓ କଣ୍ଠଶିଳ୍ପୀ ମିହିର କୁମାରଙ୍କ ସଙ୍ଗୀତ କାର୍ଯ୍ୟକ୍ରମରେ ରାତିଯାଏ ପରିବେଶ ରଙ୍ଗୀନ ହୋଇ ଉଠିଥିଲା । Categories: ଓଡ଼ିଶା, ଗଞ୍ଜାମ, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026