Home ଓଡ଼ିଶା ଘର କାନ୍ଥ ପଡ଼ି ଶ୍ରମିକଙ୍କ ମୃତ୍ୟୁ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp 0୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ତୁମୁଡ଼ିବନ୍ଧର ରାମପୁର ଛକରେ ଘର କାନ୍ଥ ପଡ଼ି କିରିକୁଟି ଗ୍ରାମର ଶ୍ରମିକ ମାନେଶ୍ୱର ପ୍ରଧାନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି l ସୂଚନା ପ୍ରକାରେ ରାମପୁର ଛକରେ ରହୁଥିବା ଅଖିଳ ଦାସଙ୍କ ପୁରୁଣା ଘର ଭାଙ୍ଗୁଥିବା ବେଳେ ଶ୍ରମିକଙ୍କ ଉପରେ କାନ୍ଥ ପଡିଯିବାରୁ ମାନେଶ୍ୱର କାନ୍ଥ ତଳେ ଚାପି ହୋଇ ରହିଥିଲେ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ମାନେଶ୍ୱରଙ୍କୁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ମାନେଶ୍ୱରଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ସେପଟେ ଘଟଣା ସ୍ଥଳରେ ତୁମୁଡ଼ିବନ୍ଧ ଥାନା ପୋଲିସ୍ ପହଁଚି ତଦନ୍ତ ଆରମ୍ଭ କରିଛି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ by Proprietor Abhimanyu Maharana September 29, 2026 କ୍ରୀଡ଼ା ପ୍ରତିଭାକୁ ସମ୍ମାନ, ବାଲିଗୁଡ଼ା କ୍ରୀଡ଼ା ସଂଘର ନିଆରା ପଦକ୍ଷେପ : ପ୍ରତିଯୋଗୀ ଙ୍କୁ ସମ୍ମାନିତ by Proprietor Abhimanyu Maharana September 29, 2026 ଶତାୟୁ ଜଳଧର ଙ୍କ ସ୍ମୃତି ଚାରଣ ଓ ସ୍ମରଣିକା ଉନ୍ମୋଚନ by Proprietor Abhimanyu Maharana September 29, 2026 ପୁରୀ ଜିଲା କଂଗ୍ରେସ ପକ୍ଷରୁ ମୁଖ୍ଯ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ ଓ ବିକ୍ଷୋଭ by Proprietor Abhimanyu Maharana September 29, 2026 ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026