୦୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଆସନ୍ତା ଜାନୁଆରୀ ୫ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର ଗୀତା ଜ୍ଞାନଯଜ୍ଞ ଉତ୍କଳ ମଣ୍ଡପ ଠାରେ ଅନୁଷ୍ଠିତ ହେବ । ଏହି ଗୀତା ଜ୍ଞାନଯଜ୍ଞରେ ଆନ୍ତର୍ଜାତିୟ କ୍ରିୟାଯୋଗ ସଂସ୍ଥାର ଆଧ୍ୟାତ୍ମିକ ମୁଖ୍ୟ ଗୁରୁଜୀ ପରମହଂସ ପ୍ରଜ୍ଞାନାନନ୍ଦଜୀ ମହାରାଜ ଆଶୀର୍ବଚନ ପ୍ରଦାନ କରିବେ । ପ୍ରତ୍ୟହ ସନ୍ଧ୍ୟା ୫.୩୦ ରୁ ୬.୩୦ ପର୍ଯ୍ୟନ୍ତ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।
