0୫ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ଆର,ଉଦୟଗିରି ବ୍ଳକର ରାମଗିରି ଉଚ ବିଦ୍ୟାଳୟରେ ୨୦୨୪- ୨୫ ଶିକ୍ଷା ବର୍ଷର ବାଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାମଗିରି ଜିଲ୍ଲାପରିଷଦ ସଭ୍ୟ ଦଣ୍ଡପାଣି ବଡମୁଣ୍ଡି ଯୋଗ ଦେଇଥିବା ବେଳେ, ମୁଖ୍ୟ ବକ୍ତା ଭାବେ ବିଧାୟକ ପ୍ରତିନୀଧି ଗୋପାଳ ଦଳେଇ ଯୋଗଦେଇ କୁନି କୁନି ପିଲା ମାନଙ୍କୁ ମାର୍ଗଦର୍ଶନ କରିଥିଲେ ।

