୦୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ପଞ୍ଚାୟତ ସମିତି ଅଷ୍ଟମ ସାଧାରଣ ଅଧିବେଶନ ମଙ୍ଗଳବାର ଅନଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଏମ ପି ଙ୍କ ପ୍ରତିନିଧି ଭୀମସେନ ସେଠୀ, , ବି ଡି ଓ ଅମୃତ କୁମାର ରାହୁଳ ୧୬ ନମ୍ବର ଜିଲ୍ଲାପରିଷଦ ସଭ୍ୟ ଜସ୍ମୀନ ଦାସ ୧୭ ନମ୍ବର ଜିଲ୍ଲାପରିଷଦ ସଭ୍ୟ ପ୍ରତିମା ଦଳବେହେରା ,

