Home ଓଡ଼ିଶା ବାରଖମା ଠାରେ ଧାନ ମଣ୍ଡି ଉଦଘାଟିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> କନ୍ଧମାଳ ଚାଷୀ ଙ୍କ ଠାରୁ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ କ୍ରୟ ଲାଗି ବାଲିଗୁଡ଼ା ବ୍ଳକ ବାରଖମା ଠାରେ ଧାନ ମଣ୍ଡି ଉଦଘାଟିତ ହୋଇଛି । ଅଗ୍ରଣୀ ମହିଳା ସ୍ୱୟଂ ସହାୟକ ଗୃପ ଯିହୋବାରାଫା ଏହି ଧାନ କିଣିବା ପାଇଁ ସ୍ଥିର ହୋଇଥିଲା।ଏହି ଅବସରରେ ବାଲିଗୁଡ଼ା ସିଡ଼ିପିଓ ଆୟୋଜିତ ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭାରମ୍ଭ କରିଥିଲେ l ଚାଷୀ ଯେପରି ଧାନର ଉପଯୁକ୍ତ ମୂଲ୍ୟ ପାଇବେ ଓ କଟନୀ ଛଟନୀ ନ ହେବ ସେଥିପ୍ରତି ଦୃଷ୍ଟି ଦେବାଲାଗି ପରାମର୍ଶ ଦେଇଥିଲେ l ଏଥିରେ କୁମୁଦିନୀ ମଲ୍ଲିକ ସରପଞ୍ଚ, ସମେତ ବାରଖମା , ରେବିଙ୍ଗିଆ , ସଲାଗୁଡା ଓ ସୁଡ୍ରା ପଞ୍ଚାୟତକୁ ନେଇ ଗଠିତ ହୋଇଥିବା କୃଷକ ସଙ୍ଗଠନ ସଭାପତି ବଂଶୀଧର ଦାଣ୍ଡିଆ, ସଂପାଦକ ସିମଞ୍ଚଳ ପାତ୍ର, ସାନନ୍ଦ ମଲ୍ଲିକ, ଉପଦେଷ୍ଟା ବିରେନ୍ଦ୍ର କୁମାର ସାହୁ, ପରମାନନ୍ଦ ନାୟକ, ଅଗ୍ରଣୀ ଚାଷୀ , ମିଶନ ଶକ୍ତିର ସୁରେଶ କହଁର, ଏମ ବି କେ ଶିଖା ରାଣୀ ଦିଗାଲ, ବିଏଲଏଫ ସଭାପତି ମାଳା ସିନୀ ଦିଗାଲ, ସଂପାଦକ ମିନି ପ୍ରଧାନ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026