୦୮ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଭାରତୀୟ ଡାକ ବିଭାଗ ନୟାଗଡ଼ ଡ଼ାକ ମଣ୍ଡଳ ପକ୍ଷରୁ ଦୁଇ ଦିନିଆ ପ୍ରଥମ ଜିଲ୍ଲା ସ୍ତରୀୟ ଡ଼ାକ ଟିକେଟ ପ୍ରଦର୍ଶନୀ ‘ନୟାଗଡ଼ ପେକ୍ସ – ୨୦୨୫’ ଅନୁଷ୍ଠିତ ହୋଇଯାଇଛି l ଏହି ପ୍ରଦର୍ଶନୀରେ ମୁଖ୍ୟ ଅତିଥି ନିର୍ଦ୍ଦେଶକ ମୁଖ୍ୟାଳୟ ଅମିତ୍ କୁମାର ଝା, ଓଡିଶା ପରିମଣ୍ଡଳ,ସମ୍ମାନିତ ଅତିଥି ଭାବେ ଶ୍ରୀ ଅନିଲ କୁମାର ଧିର:ଫିଲାଟେଲଇଷ୍ଟ,ଅଜୟ କୁମାର ବାରିକ ଫିଲାଟେଲିଇଷ୍ଟ ,ଶ୍ରୀ ଖଗେଶ୍ଵର ମଲ୍ଲିକ, ଅଧୀକ୍ଷକ, ନୟlଗଡ ଡାକ ମଣ୍ଡଳ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ l
