୦୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିପାଟଣା :-> ଭୁବନେଶ୍ଵର ଉପକଣ୍ଠ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅନ୍ତର୍ଗତ ଅଭୟମୁଖି ସ୍ଥିତ ସର୍ବପୁରାତନ ବାରାହୀ ସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରତି ବର୍ଷ ପରି ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ଯ ବିଜେପି ନେତା- ସାରଦା ପ୍ରସାଦ ଶତପଥି , ପ୍ରଧାନ ଶିକ୍ଷକ ବିଜୟ କୁମାର ବେହେରା,

