୦୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କ ନିମନ୍ତେ ଆତ୍ମସୁରକ୍ଷା କୌଶଳ ତାଲିମ୍ ଶିବିର ଉଦଘାଟିତ ହୋଇଯାଇଛି । ଉକ୍ତ ଶିବିରକୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅମିତାସ୍ମିତା ନାୟକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ଆତ୍ମ ସୁରକ୍ଷା କୌଶଳ ତାଲିମ୍ ଶିବିରର ସଫଳତା କାମନା କରିଥିଲେ ।

