୧୦ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ଚଳିତ ବର୍ଷ ୨୦୨୫ ଫେବୃଆରୀ ୨ ରୁ ୫ ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଥିବା ନୂଆଗାଁ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ନେଇ ଆଜି ନୂଆଗାଁ ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସଦଭାବନା ଗୃହରେ ପଞ୍ଚୁପାଣ୍ଡବ ମହୋତ୍ସବ କମିଟିର ସଭାପତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରସ୍ତୁତି ବୈଠକ ରେ ୧୮ ତାରିଖ ପୂର୍ବରୁ ସ୍ମରଣିକା ରେ ପ୍ରକାଶ ପାଇବାକୁ ଥିବା ଲେଖା ଯାହାକି ନିଜ ବ୍ଲକ୍ ଉପରେ ଆଧାରିତ ହୋଇଥିବ ଏବଂ ।
