Home ଅପରାଧ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ, ଅଭିଯୁକ୍ତର ଥାନାରେ ଆତ୍ମସମର୍ପଣ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି :-> କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ l ସ୍ତ୍ରୀକୁ ଅତି ବୀଭତ୍ସ ଭାବରେ ଏକ ଧାରୁଆ ଅସ୍ତ୍ରରେ ବେକକୁ କାଟି ହତ୍ୟା କରିଛି ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ l ସ୍ତ୍ରୀକୁ ଅତି ବୀଭତ୍ସ ଭାବରେ ଏକ ଧାରୁଆ ଅସ୍ତ୍ରରେ ୧୧ଟା ଭିତରେ ଘଟିଛି ଏହି ହତ୍ୟାକାଣ୍ଡ l ହତ୍ୟାକାରୀ ସ୍ୱାମୀ ନୀତେନ ବିଶ୍ୱାସ କାଲିମେଳା ଥାନାରେ ଆତ୍ମ ସମର୍ପଣ କରିଥିବାର ଜଣା ପଡ଼ିଛି l କାଲିମେଳା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ହତ୍ୟାକାଣ୍ଡର କାରଣ ଜଣା ପଡ଼ିନାହିଁ ସ୍ତ୍ରୀକୁ ଅତି ବୀଭତ୍ସ ଭାବରେ ଏକ ଧାରୁଆ ଅସ୍ତ୍ରରେ ୧୧ଟା ଭିତରେ ଘଟିଛି ଏହି ହତ୍ୟାକାଣ୍ଡ l ହତ୍ୟାକାରୀ ସ୍ୱାମୀ ନୀତେନ ବିଶ୍ୱାସ କାଲିମେଳା ଥାନାରେ ଆତ୍ମ ସମର୍ପଣ କରିଥିବାର ଜଣା ପଡ଼ିଛି l ସ୍ୱାମୀ ନୀତେନ ବିଶ୍ୱାସ କାଲିମେଳା ବଜାର ମଧ୍ୟରେ ଥିବା ବ୍ଲକ କଲୋନୀ ସ୍କୁଲ ସମ୍ମୁଖରେ ଆଖୁ ରସ ବିକ୍ରି କରି ପରିବାର ଚଳାଉଥିଲା l ସୂଚନା ଯୋଗ୍ୟ ଯେ ସ୍ୱାମୀ ନୀତେନ ବିଶ୍ୱାସ କାଲିମେଳା ବଜାର ମଧ୍ୟରେ ଥିବା ବ୍ଲକ କଲୋନୀ ସ୍କୁଲ ସମ୍ମୁଖରେ ଆଖୁ ରସ ବିକ୍ରି କରି ପରିବାର ଚଳାଉଥିଲା l କୋରାପୁଟରୁ ସାଇଣ୍ଟିଫିକ ଟିମ ଆସି ତଦନ୍ତ କରିଲା ପରେ ଘଟଣାର ପ୍ରକୃତ କାରଣ ଜଣା ପଡିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି l Categories: ଅପରାଧ, ଓଡ଼ିଶା, ମାଲକାନଗିରି, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026