୧୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଉତ୍ସବ ପାଳନ କମିଟି ପକ୍ଷରୁ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ତହସିଲଦାର ଦିପ୍ତି ପ୍ରକାଶ ବେହେରା ଙ୍କ ଅଧ୍ଯକ୍ଷତାରେଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବାଲିଗୁଡା ବିଡ଼ିଓ ଅକ୍ଷୟ କୁମାର ମଲ୍ଲିକ, ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ, ରେଞ୍ଜର ଅତୁଲ୍ୟ କୁମାର ମହାନ୍ତି,

