୧୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କେନ୍ଦ୍ରାପଡ଼ା :-> ରାଜନଗର ଗହୀରମଥା ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଗୁଳି ମାଡ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି ଟ୍ରଲର ସଂଘବଦ୍ଧ ଭାବେ ଆକ୍ରମଣ କରିବା ସହ ଗୁଳି ଫୁଟାଇ ୮ ମତ୍ସ୍ୟଜୀବୀଙ୍କୁ ଜୋର୍ ଜବରଦସ୍ତ ବନ କର୍ମଚାରୀଙ୍କଠାରୁ ଛଡାଇ ନେଇଛନ୍ତି ।

