୧୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ରେଡ୍ ରିବନ କ୍ଲବ୍ ପକ୍ଷରୁ ବିଶ୍ଵ ଯୁବ ଦିବସ ପାଳିତ ହୋଇଯାଇଛି। ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଘୁ଼.ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟ ର ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼.ଦିଲୀପ କୁମାର ମହାପାତ୍ର ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l

