୧୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ପୁରୀ ଜିଲ୍ଲା ରୁ ଆଜି ୧୧୭ ଜଣ ବରିଷ୍ଠ ନାଗରିକ ଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି । ଏହି ବରିଷ୍ଠ ନାଗରିକ ମାନେ ସିରିଡି ଓ ନାସିକ ପରିଭ୍ରମଣ କରିବା ସହ ଚଳିତ ମାସ ୨୨ ତାରିଖରେ ଫେରିଆସିବାର କାର୍ଯ୍ୟକ୍ରମ ରହିଛି ।

