୧୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତ୍ର ରେ ଏକ ଚଳନ୍ତା ଆକ୍ଟିଭା କାର ରେ ହଠାତ ନିଆଁ ଲାଗି ହୁହୁ ହୋଇ ଜାଲିଗଲା । ଗାଡି ମଧ୍ୟରେ ବସିଥିବା ଦୁଇ ମହିଳା ଓ ଜଣେ ଶିଶୁ ଙ୍କ ସମେତ ୬ ଜଣ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତିଯାଇଥିବା ଜଣାପଡିଛି ।
