୨୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲୁଗାଁ :- ବାଲୁଗାଁ ମହାବିଦ୍ୟାଳୟର ୪୩ ତମ ବାର୍ଷିକ କ୍ରୀଡା ମହୋତ୍ସବ ମହାସମାରୋହରେ ଜାନୁଆରୀ ୨୧ ଓ ୨୨ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି l ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧି ଓ ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ଶ୍ରୀଚନ୍ଦନ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ଯୁକ୍ତ ତିନି ଓ ଯୁକ୍ତ ଦୁଇ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l

