
୨୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲୁଗାଁ :- ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା, ଯୁବ ରେଡ଼କ୍ରସ, ରୋଭର- ରେଞ୍ଜର ଓ ରାଷ୍ଟ୍ରୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ଆଜି ମିଳିତ ଭାବେ ମହାନ ଜନନାୟକ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୮ ତମ ଜୟନ୍ତୀ ତଥା ପରାକ୍ରମ ଦିବସ ପାଳିତ ହୋଇଯାଇଛି l

