Home ଓଡ଼ିଶା ରାଜ୍ୟର ପାରମ୍ପରିକ ହସ୍ତତନ୍ତ ତଥା ବୁଣାକାରଙ୍କୁ ସମ୍ମାନ ପ୍ରଦର୍ଶନ କରିଛନ୍ତି by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ତଥା କର୍ମଚାରୀମାନେ ଆଜି ଶୁକ୍ରବାର ହସ୍ତତନ୍ତର ଲୁଗା ପିନ୍ଧି କାର୍ଯ୍ୟାଳୟ ଆସିଛନ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଆହ୍ବାନକ୍ରମେ ସମସ୍ତ କର୍ମଚାରୀ ଏହି ପରାମର୍ଶକୁ କାର୍ଯ୍ୟକାରୀ କରିଛନ୍ତି । ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କ ପାଇଁ ପଞ୍ଚସୂତ୍ରୀ କାର୍ଯ୍ୟାବଳୀ ଅନ୍ତର୍ଗତ ଦିଆଯାଇଥିବା ଏହି ପରାମର୍ଶକୁ ସମସ୍ତ କର୍ମଚାରୀ ଗ୍ରହଣ କରି ପୋଷାକ ପରିଧାନ ପୂର୍ବକ ରାଜ୍ୟର ପାରମ୍ପରିକ ହସ୍ତତନ୍ତ ତଥା ବୁଣାକାରଙ୍କୁ ସମ୍ମାନ ପ୍ରଦର୍ଶନ କରିଛନ୍ତି । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମସ୍ତ ଅଧିକାରୀ ତଥା କର୍ମଚାରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । Categories: ଓଡ଼ିଶା, ପୁରୀ, ହୋମ୍ Related Content ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ by Proprietor Abhimanyu Maharana August 7, 2026 ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ by Proprietor Abhimanyu Maharana August 7, 2026 ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ by Proprietor Abhimanyu Maharana August 7, 2026 ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି by Proprietor Abhimanyu Maharana August 7, 2026 Vedanta Aluminium Coal Mines Strengthen Rural Education Across Jharsuguda and Sundargarh Districts Through Project Vidya by Proprietor Abhimanyu Maharana August 7, 2026 ମାଟିଆପଡା ଓଭରବ୍ରିଜରେ ଅଧିକ ଲାଇଟ ଓ ସିସିଟିଭି ଲଗାଯାଉ by Proprietor Abhimanyu Maharana August 7, 2026