୨୫ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଉପଖଣ୍ଡ ଉତ୍ସବ ପାଳନ କମିଟି ତରଫରୁ ୧୫ ତମ ଜାତୀୟ ମତଦାତା ଦିବସ ଅବସରରେ ଏକ ମିନି ମାରାଥନ୍ ଦୌଡ଼ କୁଦ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି l ଏଥିରେ ସ୍ଥାନୀୟ ଉପଜିଲ୍ଲାପାଳ ରୀନା ପ୍ରଧାନ ଓ ଏସଡିପିଓ ରାମେନ୍ଦ୍ର ପ୍ରସାଦ,

