
୨୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ତା୨୬.୦୧.୨୦୨୫ରିଖ ଅପରାହ୍ନରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କ ସୌଜନ୍ୟରେ ରାଜଭବନଠାରେ ଆଟ୍-ହୋମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳଙ୍କ ଆମନ୍ତ୍ରଣ କ୍ରମେ ସମାଜର ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିବିଶେଷ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।

