Home ଓଡ଼ିଶା ନୋଏଡା ଜଗନ୍ନାଥ ମନ୍ଦିରରେ ପାଞ୍ଚଦିନିଆ ପ୍ରାଣ ପ୍ରତିଷ୍ଠା ମହୋତ୍ସବର ଶୁଭାରମ୍ଭ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ବର :- ନୋଏଡା ସ୍ଥିତ ଜଗନ୍ନାଥ ମନ୍ଦିର ରେ ଚାଲିଥିବା ପାଞ୍ଚ ଦିନିଆ ପ୍ରାଣ ପ୍ରତିଷ୍ଠା ମହୋତ୍ସବର ଉଦଘାଟନୀ ସନ୍ଧ୍ୟାରେ ସମ୍ମାନୀତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ କିଶୋର ଦ୍ବିବେଦୀ ଓ ବିଶିଷ୍ଟ ଉଦ୍ୟୋଗପତି ରାଜେଶ ସହାୟ ଉପସ୍ଥିତ ଅଛନ୍ତି । ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ସମିତିର ସାଧାରଣ ସମ୍ପାଦକ ଡ଼ଃ ମନୋରଞ୍ଜନ ମହାନ୍ତିଙ୍କର ନେତୃତ୍ୱରେ ଅନ୍ୟାନ୍ୟ ସଂଗଠକ ମାନେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଉଛନ୍ତି । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ by Proprietor Abhimanyu Maharana October 10, 2026 ଦଶମ ଶ୍ରେଣୀର କୃତୀ ଛାତ୍ର ଅର୍ଣ୍ଣବ ସାହୁଙ୍କ ଏକାଦଶାହରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି by Proprietor Abhimanyu Maharana October 10, 2026 କୁଇବାହାଲ ରେ ନୁଆଁଖାଇ ଭେଟ by Proprietor Abhimanyu Maharana October 10, 2026 ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ by Proprietor Abhimanyu Maharana October 10, 2026 ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration by Proprietor Abhimanyu Maharana October 10, 2026 ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ by Proprietor Abhimanyu Maharana October 9, 2026