Home ଓଡ଼ିଶା ବାଙ୍କୀ କଲେଜ ମହିଳା ଏନ୍.ସି.ସି ଉପଖଣ୍ଡ ସ୍ତରୀୟ ପ୍ୟାରେଡରେ ପ୍ରଥମ ସ୍ଥାନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ମହିଳା ଏନ୍.ସି.ସି ଚଳିତ ବର୍ଷ ଉପଖଣ୍ଡସ୍ତରୀୟ ପ୍ୟାରେଡରେ ପ୍ରଥମ ସ୍ଥାନ ଅଧିକାର କରି ଉପଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତିଙ୍କ ଠାରୁ ଟ୍ରଫି ଓ ପୁରସ୍କାର ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି, ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଓ ମହିଳା ଏନ୍.ସି.ସି ଅଧିକାରିଣୀ ଅଧ୍ୟାପିକା ସାଗରିକା ଦାସ ମହିଳା ଏନ୍.ସି.ସି କ୍ୟାଡେଟମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । Categories: ଓଡ଼ିଶା, କଟକ, ହୋମ୍ Related Content ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା by Proprietor Abhimanyu Maharana August 17, 2026 ରଣପୁର ବ୍ଲକ ରାଜସୁନାଖଳା, ରାଜ୍ୟ ବିଧାନସଭା ବାଚସ୍ପତି ନିଜେ ସରକାରୀ ଆଇନ ଭାଙ୍ଗୁଛନ୍ତି : ଜାତୀୟ ପତାକା ଉତ୍ତୋଳନ ବେଳେ ଅଘଟଣ by Proprietor Abhimanyu Maharana August 17, 2026 Mother’s Public School Unveils State-of-the-Art Sports Hub in Bhubaneswar to Pioneer Athletic Excellence in Odisha by Proprietor Abhimanyu Maharana August 17, 2026 ମଦର୍ସ ପବ୍ଲିକ ସ୍କୁଲ୍ ପକ୍ଷରୁ ଅତ୍ୟାଧୁନିକ ସ୍ପୋର୍ଟସ ହବ୍ର ଶୁଭାରମ୍ଭ by Proprietor Abhimanyu Maharana August 17, 2026 ୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି by Proprietor Abhimanyu Maharana August 17, 2026 ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ by Proprietor Abhimanyu Maharana August 17, 2026