ବାଙ୍କୀ କଲେଜ ଯୁବ ରେଡକ୍ରସ ସଂସ୍ଥା ଆନୁକୁଲ୍ୟରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

ଏହି କାର୍ଯ୍ୟକ୍ରମକୁ ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି ଶୁଭାରମ୍ଭ କରିଥିବା ବେଳେ ଅତିଥି ଭାବେ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଯୋଗଦାନ କରି ସ୍ୱେଚ୍ଛାସେବୀମାନଙ୍କୁ ଉତ୍ସାହିତ କରିଥିଲେ । ଯୁବରେଡକ୍ରସ କାଉନସିଲର ଅଧ୍ୟାପିକା ସରସ୍ୱତୀ ଦେଉରୀ ଓ ଅଧ୍ୟାପକ ନିରଞ୍ଜନ ଉପାଧ୍ୟାୟ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।
Related Content
ଅପରେସନ ସିନ୍ଦୂର ପ୍ରଥମ ବାର୍ଷିକ ପାଳିତ।
by
Proprietor Abhimanyu Maharana
May 10, 2026
Malabar Gold & Diamonds unveils its Bridal Show Campaign at its Bhubaneswar Showroom
by
Proprietor Abhimanyu Maharana
May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା
by
Proprietor Abhimanyu Maharana
May 10, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
by
Proprietor Abhimanyu Maharana
May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ
by
Proprietor Abhimanyu Maharana
May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ
by
Proprietor Abhimanyu Maharana
May 10, 2026