ଶହୀଦ ଦିବସ ପାଳନ

୩୦ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଖୋର୍ଦ୍ଧା-ଜଟଣୀ  :-  ଶହୀଦ ଦିବସ ଅବସରରେ ଭାରତର ସ୍ୱାଧୀନତା ସଂଗ୍ରାମରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ତଥା ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଦ୍ୱାରା ଦିଆଯାଇଥିବା ମହାନ ବଳିଦାନକୁ ସମ୍ମାନ ଦେଖାଇବା ପାଇଁ ଖୋର୍ଦ୍ଧାରୋଡ଼ ମଣ୍ଡଳର

କାର୍ଯ୍ୟାଳୟ ଏବଂ ବିଭିନ୍ନ ରେଳ ଷ୍ଟେସନରେ କାର୍ଯ୍ୟରତ ଅନେକ ରେଲୱେ କର୍ମଚାରୀ ମାନଙ୍କ ଦ୍ଵାରା ଦୁଇ ମିନିଟ୍ ନିରବତା ପାଳନ କରାଯାଇଛି।

Exit mobile version