0୧ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :- ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଫୁଲୁକୁମୁଣ୍ଡା ଉଚ୍ଚ ବିଦ୍ୟାଳୟ ଠାରେ ବିଦ୍ୟାଳୟ ର ପୁରାତନ ଛାତ୍ର ସମାବେଶ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଗୋପାଲ ଚନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପ୍ରତୀକ୍ଷା ସାହୁ,

