ଗୁମାକିଆ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ

ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଏଥିରେ ସତ୍ୟ ନାରାୟଣ ତ୍ରିପାଠୀ ପରିଚାଳନା କରିଥିବା ବେଳେ ଭକ୍ତ ବତ୍ସଳ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l
Related Content
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
by
Proprietor Abhimanyu Maharana
August 4, 2026
ତୋ ଛଡ଼ା ମୋ କେହି ନାହିଁ ' ଭଜନ ଶ୍ରୋତାର୍ପଣ
by
Proprietor Abhimanyu Maharana
August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ
by
Proprietor Abhimanyu Maharana
August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର
by
Proprietor Abhimanyu Maharana
August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି
by
Proprietor Abhimanyu Maharana
August 4, 2026
କ୍ରୀଡ଼ା କ୍ଷେତ୍ରରେ ମିଳିମିଶି କାମ କରିବେ ଓଡ଼ିଶା ଓ ବିହାର; ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଉଦ୍ଯାପିତ
by
Proprietor Abhimanyu Maharana
August 4, 2026