Home ଓଡ଼ିଶା ବୁଡା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ – ୨୪ ଆହତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :- ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରିପଦା ନିକଟସ୍ଥ ବୁଡା ଘାଟିରେ ଵିକ୍ରାନ୍ତା ନାମକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିବା ବସ ଟି ଘାଟି ଓହ୍ଲାଇବା ବେଳେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ସୂଚନା ପାଇ ନୂଆଗଡ ବ୍ଲକ ଖଜୁରିପଦା ଫାଣ୍ଡି ଓ ରାୟଗଡ ପୋଲିସ ଏବଂ ଅଗ୍ନିଶମ ବାହିନୀର ଘଟଣାସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ଖଜୁରିପଦା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗୁରୁତର ୪ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି। Categories: ଓଡ଼ିଶା, ଗଜପତି, ହୋମ୍ Related Content ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ by Proprietor Abhimanyu Maharana September 18, 2026 ମା "ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ by Proprietor Abhimanyu Maharana September 18, 2026 ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି 'ଜେ' ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି by Proprietor Abhimanyu Maharana September 18, 2026 "ମୋ ପରିବାର" ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ by Proprietor Abhimanyu Maharana September 17, 2026 ଅମ୍ବାନୀ ପରିବାର ଗଣେଶ ପୂଜାରେ ଯୋଗଦେଲେ ଅଚ୍ୟୁତ ସାମନ୍ତ by Proprietor Abhimanyu Maharana September 17, 2026 ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ by Proprietor Abhimanyu Maharana September 17, 2026