୦୬ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର ବଦଳିଯିବ। ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଓଡିଶା ପର୍ଯ୍ୟଟନ ଉନ୍ନୟନ ବିଭାଗର ୨ ଜଣିଆ ପ୍ରତିନିଧି ଦଳ ଗତ ଦୁଇ ଦିନ ହେଲା ଦାରିଙ୍ଗବାଡିର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲି ପରିଦର୍ଶନ କରୁଛନ୍ତି । ପ୍ରକାଶ ଯେ, ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର,
