Home ଅପରାଧ ପୁର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜସୁନାଖଳାରେ ଫୁଟିଲା ବୋମା, ଯୁବ ବ୍ୟବସାୟୀ ଗୁରୁତର ଆହତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :- ନୟାଗଡ଼ ଜିଲ୍ଲା ରଣପୁର ଥାନା ଅଧୀନ ରାଜସୁନାଖଳାରେ ଗତକାଲି ବିଳମ୍ବିତ ରାତିରେ ଫୁଟିଲା ବୋମା ! ପୁର୍ବଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବ ବ୍ୟବସାୟୀ ସନ୍ତୋଷ କୁମାର ସାହୁଙ୍କ ଉପରେ ବୋମା ମାଡ଼ ହୋଇଛି ! ଘଟଣାରୁ ପ୍ରକାଶ ରାଜସୁନାଖଳା ତଳ ବଜାରରେ ଦୋକାନ ସନ୍ତୋଷ କୁମାର ସାହୁ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ପେଟ୍ରୋଲ ପମ୍ପ ନିକଟରେ ଶ୍ରୀ ସାହୁଙ୍କ ଉପରେ ଦୃବୁତ୍ତମାନେ ବୋମା ମାଡ଼ କରି ଫେରlର ହୋଇଯାଇଛନ୍ତି ! ଶ୍ରୀ ସାହୁଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ପରେ ଭୁବନେଶ୍ୱର ସ୍ଥାନାନ୍ତର ହୋଇଛନ୍ତି l ବୋମା ମାଡ଼ର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି l ପୁର୍ବଶତ୍ରୁତାକୁ ହିଁ କାରଣ l ରାଜସୁନାଖଳା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରୀ ରଖିଛି l ଦୁର୍ବୁତ୍ତମାନଙ୍କୁ ଗିରଫ କରିବାକୁ ଉଦ୍ୟମ ଜାରି ରଖିଥିବା ରାଜସୁନାଖଳା ଫାଣ୍ଡି ଅଧିକାରୀ ପ୍ରୀତିପ୍ରକାଶ ମହାନ୍ତିଙ୍କଠାରୁ ସୂଚନା ମିଳିଛି l Categories: ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026