୦୯ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସିପାଞ୍ଜିରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ନିପୂଣ ଓଡିଶା ମେଳା- ୨୦୨୫ ସିଆରସିସି ସରୋଜ କୁମାର ନାହାକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସରପଞ୍ଚ ଅନୁସୂୟା ପ୍ରଧାନ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଧାଂଶୁ କୁମାର ବେହେରା, ସମ୍ମାନିତ ଅତିଥି ଭାବେ ଶ୍ୟାମାନନ୍ଦ ଜାନୀ,
