୧୦ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :- ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ ଅନ୍ତର୍ଗତ ପୁରୁଣାପାଣିି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପୁରୁଣାପାଣିି ଗ୍ରାମ ପଞ୍ଚାୟତ ସମେତ ସିଆଲିଲଟି,

