ବନବାସୀ ସେବା ସମିତିର ପ୍ରତିଷ୍ଠାତା ସମ୍ପାଦକଙ୍କ ଧର୍ମ ପତ୍ନୀ ତଥା ଧର୍ମ ପରାୟଣ ମହିଳାଙ୍କ ପରଲୋକ : ସମଗ୍ର ଅଞ୍ଚଳରେ ଶୋକର ଛାୟା

ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ସ୍ୱାମୀ, ପୁଅ, ବୋହୁ , ନାତି ନାତୁଣୀ,ବନ୍ଧୁ ବାନ୍ଧବ ଓ ପରିବାର ସମସ୍ତ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଖବର ପାଇ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ତାଙ୍କ ଶେଷ ଦର୍ଶନ କରିଥିଲେ। ତାଙ୍କ ନିଜ ଗ୍ରାମ ଯାଜପୁର ଜିଲ୍ଲା ବରୀ ନିକଟସ୍ଥ ଅଣିକଣା ସ୍ଥିତ ଶ୍ମଶାନ ଘାଟରେ ମାଳତୀ ଦେବୀ ଙ୍କ ଅନ୍ତିମ ସତ୍କାର କରାଯାଇଥିଲା ।
Related Content
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
by
Proprietor Abhimanyu Maharana
August 4, 2026
ତୋ ଛଡ଼ା ମୋ କେହି ନାହିଁ ' ଭଜନ ଶ୍ରୋତାର୍ପଣ
by
Proprietor Abhimanyu Maharana
August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ
by
Proprietor Abhimanyu Maharana
August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର
by
Proprietor Abhimanyu Maharana
August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି
by
Proprietor Abhimanyu Maharana
August 4, 2026
କ୍ରୀଡ଼ା କ୍ଷେତ୍ରରେ ମିଳିମିଶି କାମ କରିବେ ଓଡ଼ିଶା ଓ ବିହାର; ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଉଦ୍ଯାପିତ
by
Proprietor Abhimanyu Maharana
August 4, 2026