୧୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :- ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଉପବିଭାଗ ହିଞ୍ଜିଳିକାଟୁ ତରଫରୁ ଗୁରୁବାର ବ୍ଲକ ସ୍ତରୀୟ ମହୋତ୍ସବରେ ଲୋକକଳା ପ୍ରଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟଜ୍ୟୋତି ସ୍ମୁତି ରଞ୍ଜନ ଦେଓଙ୍କ ପୌରହିତ୍ୟରେ ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକଙ୍କ ବ୍ଲକ ପ୍ରତିନିଧି ଏ.ସୁଦର୍ଶନ,ପୌର ପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲେଇ,ଉପାଧ୍ୟକ୍ଷା ସୁଚିତ୍ରା କୁମାରୀ ପଣ୍ଡା, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା,

