୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନାଚୁଣୀ :- ନାଚୁଣୀ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଉତ୍ସବ ପାଇଁ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବାଣପୁର ଶିକ୍ଷା ମଣ୍ଡଳର ପ୍ରାକ୍ତନ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ଲକ୍ଷ୍ମୀ ନାରାୟଣ ପ୍ରସାଦ ନାୟକ, ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ପ୍ରଧାନ, ସମ୍ମାନିତ ଅତିଥି ଭାବେ ଓ୍ଵାର୍ଡ ସଭ୍ୟ ପଦ୍ମ ଚରଣ ସେଶ,
