ବଲାଙ୍ଗୀର ଜିଲ୍ଲାର ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଧ୍ୟାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ

୨୦୨୭ ମସିହା ନଭେମ୍ବର ମାସ ସୁଦ୍ଧା ଏହି ପ୍ରକଳ୍ପ ଶେଷ ହେବ ବୋଲି ଆକଳନ କରାଯାଇଛି । ଏହି ସମୀକ୍ଷା ବୈଠକରେ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖର ପାଢ଼ୀ, ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀ ଗୌରବ ଶିବାଜି ଇଶଲୱର ଓଏଲଆଇସି ଏମଡି ଶ୍ରୀ ଆଲୋକ କର ଓ ଜଳସମ୍ପଦ ବିଭାଗ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ ।
Related Content
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ
by
Proprietor Abhimanyu Maharana
June 29, 2026
"ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ"
by
Proprietor Abhimanyu Maharana
June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ
by
Proprietor Abhimanyu Maharana
June 28, 2026
ସମଲେଶ୍ୱରୀ ପୀଠରେ "ସାତବହନୀ" ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ
by
Proprietor Abhimanyu Maharana
June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ
by
Proprietor Abhimanyu Maharana
June 28, 2026
ଭାରତର ସର୍ବବୃହତ ଆନିମେସନ୍ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ
by
Proprietor Abhimanyu Maharana
June 28, 2026