୧୫ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଭଞ୍ଜ ସାହିତ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମାଲକାନଗିରି ମହାବିଦ୍ୟାଳୟ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ ମଧୁସୂଦନ ମହାପାତ୍ର ବିଷୟ ବିଶାରଦ ଭାବରେ ମଧ୍ୟକାଳୀନ ସାହିତ୍ୟ ଓ ଭଞ୍ଜ ସାହିତ୍ୟ ଉଦାହରଣ ଦେଇ ବିଶଦ ଆଲୋଚନା କରିଥିଲେ ।

