୧୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କିରିକୁଟି ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଆ ପାଟ୍ଟଖଣ୍ଡା ଙ୍କ ମନ୍ଦିର ଆଜି ବି ଅବହେଳିତ ଅବସ୍ଥାରେ ରହିଛି l ଏନେଇ କିରିକୁଟି ଗ୍ରାମବାସୀ ପୂର୍ବ ସରକାର ଅମଳ ରେ ବହୁବାର ଦାବୀ ସ୍ୱତ୍ତେ କୌଣସି କାର୍ଯ୍ୟ ହୋଇ ପାରି ନ ଥିଲା l
