୧୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା’ ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର ସମ୍ପାଦକ ଶିବରାମ ପ୍ରଧାନୀ ଙ୍କ ନେତୃତ୍ୱରେ ଶନିବାର ଠାରୁ ଆରମ୍ଭ ହୋଇଛି l

