ଶିକ୍ଷା ନିକେତନର ୨୧ ତମ ବାର୍ଷିକ ଉତ୍ସବ
ସମ୍ପାଦିକା ରେଖାରାଣୀ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିଲେ l ଅଭିଭାବକ, ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ବିଜ୍ଞାନ ମେଳା ସହ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ସହଯୋଗୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l
Related Content
ତୋ ଛଡ଼ା ମୋ କେହି ନାହିଁ ' ଭଜନ ଶ୍ରୋତାର୍ପଣ
by
Proprietor Abhimanyu Maharana
August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ
by
Proprietor Abhimanyu Maharana
August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର
by
Proprietor Abhimanyu Maharana
August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି
by
Proprietor Abhimanyu Maharana
August 4, 2026
କ୍ରୀଡ଼ା କ୍ଷେତ୍ରରେ ମିଳିମିଶି କାମ କରିବେ ଓଡ଼ିଶା ଓ ବିହାର; ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଉଦ୍ଯାପିତ
by
Proprietor Abhimanyu Maharana
August 4, 2026
ରାଷ୍ଟ୍ରପତି ଭବନ ରେ ସ୍ଥାପିତ ହେବ ୩ ରଥ ର ତିନୋଟି ଚକ
by
Proprietor Abhimanyu Maharana
August 4, 2026