୨୦ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ଗୁରୁବାର ନୂତନ ବିଡ଼ିଓ ଶୁଭ୍ରାଞ୍ଜଳି ପ୍ରଧାନଙ୍କ ତତ୍ୱାବଧାନରେ ବାଲିଗୁଡା ପି,ଏ ଆଇ,ଟି,ଡ଼ି,ଏ ଗଦାଧର ପାତ୍ରଙ୍କ ଉପସ୍ଥିତରେ ୧୪ ଟି ପଞ୍ଚାୟତର ବିଭିନ୍ନ ବିଭାଗ ଅଧିକାରୀ, କର୍ମଚାରୀ, ଜନପ୍ରତିନିଧିଙ୍କୁ ନେଇ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ର ବ୍ଲକ ସ୍ତରୀୟ ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

