Home ଓଡ଼ିଶା ବିଧାନସଭା ପରିସରରେ ଓଏଏସ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୦ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଶିକ୍ଷଣାର୍ଥୀ ମାନେ ବିଧାନସଭା ଗ୍ରନ୍ଥାଗାର , ଗବେଷଣା ବିଭାଗ ବୁଲି ଦେଖୁବା ସହ, ବିଧାନ ସଭାର କାର୍ଯ୍ୟାବଳୀ ଓ କାର୍ଯ୍ୟଧାରା ସମ୍ପର୍କରେ ବିଶେଷ ଭାବେ ଅବଗତ ହୋଇଥିଲେ । ଏହି ଅବସରରେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ,ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ମୋନାଲିସା ଲେଙ୍କା, ବିଧାନସଭାର ଯୁଗ୍ମ ସଚିବ ଶ୍ରୀ ସତିଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ by Proprietor Abhimanyu Maharana October 9, 2026 ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି by Proprietor Abhimanyu Maharana October 9, 2026 ରୋଜଗାର ନାହିଁ ଲୋକେ ଦାଦନ ମୁହାଁ.... by Proprietor Abhimanyu Maharana October 9, 2026 ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର by Proprietor Abhimanyu Maharana October 9, 2026 ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ by Proprietor Abhimanyu Maharana October 9, 2026 SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ by Proprietor Abhimanyu Maharana October 9, 2026