୨୦ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର/ନୂଆଦିଲ୍ଲୀ :- ଦିଲ୍ଲୀର ବିଖ୍ୟାତ ଉଦ୍ୟୋଗପତି ଓ ସ୍ୱନାମଧନ୍ୟ ସମାଜସେବୀ ଦୁର୍ଯ୍ଯୋଧନ ପ୍ରଧାନଙ୍କର ସ୍ମୃତି ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସ୍ଵର୍ଗତଃ ପ୍ରଧାନଙ୍କର ବିୟୋଗର ଏକାଦଶ ତିଥି ଉପଲକ୍ଷେ ଭୁବନେଶ୍ବରର ଏ. ଏ କନଭେନସନ ଏବଂ ଦିଲ୍ଲୀର ହାଉଜଖାସ୍ ଜଗନ୍ନାଥ ମନ୍ଦିର ପରିସରରେ ବୁଧବାର ଫେବୃଆରୀ ୧୯ ତାରିଖ ଦିନ ଆୟୋଜିତ ଏକାଦଶ ଉତ୍ସବରେ ତାଙ୍କର ଶତାଧିକ ପରିବାର ସଦସ୍ୟ, ବନ୍ଧୁବାନ୍ଧବ ଏବଂ ପ୍ରଶଂସକ ଯୋଗ ଦେଇଥିବା ଦେଖାଯାଇଥିଲା ।

