ନୂତନ ବିଡ଼ିଓଙ୍କୁ ଭେଟିଲେ ବ୍ଲକ ବିଜେଡ଼ି କର୍ମକର୍ତ୍ତା

ଶୁଭେଚ୍ଛା ଜଣାଇବା ସହ ବ୍ଲକର ପ୍ରତ୍ୟେକ କାର୍ଯ୍ୟକ୍ରମ ପଞ୍ଚାୟତ ଅଞ୍ଚଳରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସୁଚାରୁ ରୂପେ ହୋଇ ସାମୁହିକ ବିକାଶ ହୋଇପାରିବ ସେନେଇ ସମସ୍ତ ସଦସ୍ୟ ଆଲୋଚନା କରିଥିଲେ l ନୂତନ ଭାବେ ଯୋଗଦାନ ଦେଇଥିବା ବିଡ଼ିଓ ଶୁଭ୍ରାଞ୍ଜଳି ପ୍ରଧାନ ସବୁ ସଦସ୍ୟଙ୍କ ସହଯୋଗରେ ଗ୍ରାମାଞ୍ଚଳ ଓ ବ୍ଲକର ବିକାଶ ସମ୍ଭବ ବୋଲି କହି ସହଯୋଗ କାମନା କରିଥିଲେ l
Related Content
ତୋ ଛଡ଼ା ମୋ କେହି ନାହିଁ ' ଭଜନ ଶ୍ରୋତାର୍ପଣ
by
Proprietor Abhimanyu Maharana
August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ
by
Proprietor Abhimanyu Maharana
August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର
by
Proprietor Abhimanyu Maharana
August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି
by
Proprietor Abhimanyu Maharana
August 4, 2026
କ୍ରୀଡ଼ା କ୍ଷେତ୍ରରେ ମିଳିମିଶି କାମ କରିବେ ଓଡ଼ିଶା ଓ ବିହାର; ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଉଦ୍ଯାପିତ
by
Proprietor Abhimanyu Maharana
August 4, 2026
ରାଷ୍ଟ୍ରପତି ଭବନ ରେ ସ୍ଥାପିତ ହେବ ୩ ରଥ ର ତିନୋଟି ଚକ
by
Proprietor Abhimanyu Maharana
August 4, 2026