୨୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କଟକ :- ପ୍ରାକ୍ତନ ଛାତ୍ର ଓ ପ୍ରାକ୍ତନ କର୍ମଚାରୀଙ୍କଓଡ଼ିଶା ର ସର୍ବପୁରାତନ ଶିକ୍ଷାନୁଷ୍ଠାନ କଟକର ପ୍ୟାରୀମୋହନ ଏକାଡେମୀ ର ପ୍ରାକ୍ତନ ଛାତ୍ର ତଥା ବିଶିଷ୍ଟ ଫଟୋ ସାମ୍ବାଦିକ ଶ୍ରୀ ହୃଦୟନାଥ ଦାଶ ଓ ଅବସରପ୍ରାପ୍ତ କର୍ମଚାରୀ ଶ୍ରୀ ପାଣ୍ଡବ ଭାଇ ଙ୍କ ଅକାଳ ବିୟୋଗ ରେ ପ୍ୟାରୀମୋହନ ଏକାଡେମୀ ପୁରାତନ ଛାତ୍ର ସଂସଦ (ପାଓସା) ପକ୍ଷରୁ ବିଦ୍ୟାଳୟ ର ପ୍ରାକ୍ତନ ଛାତ୍ରୀ ତଥା ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ଆଭାରାଣୀ ବୋଷ ଙ୍କ ସଭାପତିତ୍ବରେ ବିଦ୍ୟାଳୟ ପରିସରରେ ଏକ ଶୋକାକୁଳ ପରିବେଶ ରେ ଅନୁଷ୍ଠିତ ହୋଇଯାଇଛି।

