ଓଡ଼ିଶାରେ ୧୫, ୫୩,୨୫୭ ଟି ନମୁନା ପରୀକ୍ଷା କରାଯାଇଛି,୯୦,୯୮୬ ଜଣ ପଜିଟିଭ୍‌ ଚିହ୍ନଟ ,୬୫,୩୨୩ ଜଣ ସୁସ୍ଥ ୪୪୮ ଜଣ ମୃତ୍ୟୁ ।

ଓଡିଶା ତାଜା ନ୍ୟୁଜ୍ (୨୭ ଅଗଷ୍ଟ ଗୁରୁବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧୫, ୫୩,୨୫୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ‘ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ’ ବର୍ତ୍ତମାନ ସୁଦ୍ଧା ସମୁଦାୟ ୯୦,୯୮୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୬୫,୩୨୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୨୫୧୦) ୪୪୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୫,୧୬୨ ରହିଛି । ୨୭,୬୭୨ ଜଣ ହସ୍ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି

Exit mobile version