୨୬ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ରଣପୁର ବ୍ଲକ :- ନୟାଗଡ ଜିଲ୍ଲା ରଣପୁର ବ୍ଲକ ଝାଡପଡା ପଂଚାୟତରେ ଜଙ୍ଗଲ ଜମି ଉପରେ ବେଆଇନ ଭାବେ ନିର୍ମାଣ କରାଯାଇଥିବା ପଂଚାୟତ ଗୃହକୁ ହଟାଇବା ପାଇଁ ଜାତୀୟ ଗ୍ରୀନ୍ ଟ୍ରିବୁନାଲ୍ ରାଜ୍ଯ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି. ପୂର୍ବରୁ ଏହି ଘଟଣାର ତଦନ୍ତ ପାଇଁ ନୟାଗଡ ଜିଲ୍ଲାପାଳ, ଖୋର୍ଦ୍ଧା ଡିଏଫଓ ଓ ରାଜ୍ଯ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଜଣେ ବୈଜ୍ଞାନିକଙ୍କୁ ନେଇ ତିନି ଜଣିଆ କମିଟି ଗଠନ କରାଯାଇଥିଲା. ଏହି ମାମଲାରେ ରାଜ୍ଯ ସରକାର, ରାଜ୍ଯ ଓ କେନ୍ଦ୍ର ପରିବେଶ ଓ ଜଙ୍ଗଲ ବିଭାଗ, ରାଜସ୍ଵ ବିଭାଗ ସଚିବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନୟାଗଡ ଜିଲ୍ଲାପାଳ, ନୟାଗଡ ଏସପି, ରଣପୁର ତହସିଲଦାର, ଝାଡପଡା ପଂଚାୟତ,
