Home ଓଡ଼ିଶା ବିଦ୍ୟାଳୟ ନିରାପତ୍ତା ଓ ପ୍ରଶିକ୍ଷଣ ଶିବିର by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୭ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଣପୁର :- ବାଣପୁର ବ୍ଲକ ଅନ୍ତର୍ଗତ ଦୀନବନ୍ଧୁ ପୁର କ୍ଲଷ୍ଟର ଅଧୀନ କହ୍ନେଇ ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ନିରାପତ୍ତା ଓ ପ୍ରଶିକ୍ଷଣ ଶିବିର ଶୀର୍ଷକ କାର୍ଯ୍ୟକ୍ରମ ଉଦ୍ ଯାପିତ ହୋଇ ଯାଇଛି।ରାଜ୍ୟ ଓସେପା ନିର୍ଦ୍ଦେଶାବଳୀ ଉପରେ ଆଧାରିତ ଏହି ପ୍ରଶିକ୍ଷଣ ଶିବିର ର ଅନ୍ତିମ ଦିବସରେ ଆୟୋଜିତ ସଭା ପ୍ରଧାନ ଶିକ୍ଷକ ବାସୁଦେବ ବାରିକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଥିଲା। ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ତଥା ନାଟ୍ୟକାର ଭିକାରୀ ଚରଣ ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟ ର ଭୈ।ତିକ ପରିବେଶ ରେ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ଇଛାକ୍ରୃତ ଓ ଅନିଚ୍ଛାକୃତ ତଥା ଆକସ୍ମିକ ବିପଦ ଆପଦ ର ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଶିକ୍ଷକ ଦୁର୍ଯୋଧନ ମୁଦୁଲି , ଆଲୋକ କୁମାର ବରାଳ, ଦୁର୍ଗା ଚରଣ ମହାପାତ୍ର ପ୍ରମୁଖ ବିଦ୍ୟାଳୟ ରେ ଛାତ୍ରଛାତ୍ରୀ ମାନଙ୍କ ର ସୁରକ୍ଷା ଓ ନିରାପତ୍ତା ର ବିଭିନ୍ନ ଦିଗ ଉପରେ ଆଲୋକପାତ କରି ଉକ୍ତ ବିଦ୍ୟାଳୟର ସୁରକ୍ଷା ଓ ନିରପେକ୍ଷ ବ୍ୟବସ୍ଥାର ଭୂୟସୀ ପ୍ରଶଂସା କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି, ସଭ୍ୟ ସଭ୍ୟା ଵ୍ରୃନ୍ଦ,ପିତ୍ରୃମାତ୍ରୃ କମିଟି ର ସଦସ୍ୟ ଵ୍ରୃନ୍ଦ ମଧ୍ୟ ଆଲୋଚନା ରେ ଅଂଶ ଗ୍ରହଣ କରି ଥିଲେ। କାର୍ଯ୍ୟକ୍ରମ ରେ ଵିଦ୍ୟା ଳୟର ସହକାରୀ ଶିକ୍ଷୟିତ୍ରୀ ଟିକିନା କୁମାରୀ ଭାରି ମଲ୍ଲ, ସୁନିତା ମହାପାତ୍ର ପ୍ରମୁଖ ସକ୍ରିୟ ସହାୟତା ପ୍ରଦାନ କରିଥିଲେ। Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ବ୍ୟାସନଗର ପ୍ରେସ ଫୋରମର ଦ୍ୱିବାର୍ଷିକ କର୍ମକର୍ତ୍ତା ଚୟନ by Proprietor Abhimanyu Maharana October 11, 2026 ମୁରିବାହାଲରେ ଭୟଙ୍କର ସଡ଼କ ଦୁର୍ଘଟଣା : କ୍ରେନକୁ ପିଟିଲା ବାଇକ୍, ଚାଳକ ମୃତ by Proprietor Abhimanyu Maharana October 11, 2026 ସିନ୍ଧେକେଲାରେ ବଣିକ ସଂଘର ନୂଆଁଖାଇ ଭେଟଘାଟ, ପୂର୍ବତନ ସମ୍ପାଦକ ସମ୍ମାନିତ by Proprietor Abhimanyu Maharana October 11, 2026 କଣ୍ଟାବାଞ୍ଜିରେ ଟ୍ରାଫିକ୍ ଅରାଜକତା, ଚୋରି ଆତଙ୍କ: ଏସଡିପିଓଙ୍କୁ ନାଗରିକ କମିଟିର ଦାବିପତ୍ର by Proprietor Abhimanyu Maharana October 11, 2026 ଜନତା ନୋଡାଲ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଖୋ-ଖୋ ପ୍ରତିଯୋଗିତା ସଫଳତାର ସହ ଅନୁଷ୍ଠିତ। by Proprietor Abhimanyu Maharana October 11, 2026 ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ - ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦଶ ନେତା ଥିଲେ କଷ୍ଟି ଡାକୁଆ by Proprietor Abhimanyu Maharana October 10, 2026